Masthead

ଫିଜିଓଲୋଜି ଓ ମେଡିସିନରେ ନୋବେଲ ପାଇବେ କାଟାଲିନ୍ କାରିକୋ ଓ ଡ୍ର୍ୟୁ ୱିସମ୍ୟାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଘୋଷଣା ହେଲା ନୋବେଲ ପୁରସ୍କାର୨୦୨୩ । ଫିଜିଓଲୋଜି ଓ ମେଡିସିନରେ ନୋବେଲ ପାଇବେ ୨ ବୈଜ୍ଞାନିକ । କାଟାଲିନ କାରାକୋ ଓ ଡ୍ରିଉ ୱିଜ୍‌ମ୍ୟାନ୍‌ ପାଇବେ ନୋବେଲ । କୋଭିଡ ଭ୍ୟାକ୍ସିନ କ୍ଷେତ୍ରରେ ଗବେଷଣା ପାଇଁ ପାଇବେ ନୋବେଲ ।ଉଭୟଙ୍କ ଗବେଷଣା ଓ ଆବିଷ୍କାର କୋଭିଡ-୧୯ ଭୂତାଣୁ ବିରୋଧରେ ଲଢିବା ପାଇଁ ପ୍ରଭାବଶାଳୀ ଏମଆରଏନଏ ଟିକା ବିକାଶ କରିବାରେ ସକ୍ଷମ ହୋଇଛି । ଉଭୟଙ୍କୁ ଚଳିତ ବର୍ଷର ନୋବେଲ ପୁରଷ୍କାର ପ୍ରଦାନ କରାଯିବାକୁ ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ