Masthead

ଅନୁଗୁଳରେ ଆରମ୍ଭ ହେଲା ୨୭୦ ଶଯ୍ୟା ବିଶିଷ୍ଟ କୋଭିଡ଼ କେୟାର ସେଣ୍ଟର

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଅନୁଗୁଳରେ ଜେଏସପିଏଲ ଦ୍ଵାରା ୨୭୦ ଶଯ୍ୟା କୋଭିଡ କେୟାର ସେଣ୍ଟର ଆରମ୍ଭ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ଵାରା ଜେଏସପିଏଲ, ଅନୁଗୁଳ ଠାରେ ୨୭୦ ଶଯ୍ୟା ବିଶିଷ୍ଟ କୋଭିଡ କେୟାର ସେଣ୍ଟର ଉଦଘାଟନ କରାଯାଇଛି । ଏଥିରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ  ମଧ୍ୟ ଉପସ୍ଥିତ ଥିଲେ । ଓଡ଼ିଶାରେ କୋଭିଡ କେୟାର ସେଣ୍ଟର ସ୍ଥାପନ କରିବାରେ ଜେଏସପିଏଲ ଓଡିଶାର ପ୍ରଥମ ବୃହତ୍ତ ଶିଳ୍ପାନୁଷ୍ଠାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ