Masthead

 ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଲଢିବ ଆପ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୨୦୨୨ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଲଢିବ ଆମ୍ ଆଦମି ପାର୍ଟି । ଆପ୍ ୟୁପି ରାଜ୍ୟ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବେ କହିଛନ୍ତି ଦଳ ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ସେ କହିଛନ୍ତି ଯଦି କ୍ଷମତାରେ ନିର୍ବାଚିତ ହୁଏ ତେବେ ପଡୋଶୀ ରାଜ୍ୟରେ ଦୁର୍ନୀତିମୁକ୍ତ ସରକାର ଗଠନ କରିବ । ଏହା ଜାତୀୟ ରାଜଧାନୀରେ ଦେଇଥିବା ପ୍ରତିଶ୍ରୁତି ପାଳନ କରିବ । ସେ ଆହୁରି କହିଛନ୍ତି ୟୁପିର ଅଶୁଭ ରାଜନୀତି ଏବଂ ଦୁର୍ନୀତିଗ୍ରସ୍ତ ନେତା ରାଜ୍ୟର ବିକାଶକୁ ରୋକିବାରେ ଲାଗିଛନ୍ତି । ସ୍ଥାନୀୟ ଲୋକମାନେ ସମସ୍ତ ଦଳକୁ ସୁଯୋଗ ଦେଇଛନ୍ତି ଓ ଆମକୁ ରାଜ୍ୟବାସୀ ସମର୍ଥନ ଦେବେ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା