Masthead

ତଦନ୍ତକାରୀ ସଂସ୍ଥାର ଅପବ୍ୟବହାର ହେଉଛି: ଶରଦ ପାୱାର

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଏନସିପି ମୁଖ୍ୟ ଶରଦ ପାୱାର ବାରମ୍ବାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରୁଥିବା ଦେଖିବାକୁ ମିଳୁଛି । ଏବେ ପୁଣି ଥରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରୁଥିବା ଦେଖିବାକୁ ମିଳିଛି । କେନ୍ଦ୍ର ସରକାର ସିବିଆଇ, ଏନସିବି ଏବଂ ଇଡି ଭଳି ସଂସ୍ଥାର ଅପବ୍ୟବହାର କରୁଛନ୍ତି ବୋଲି ଅଭିଯୋଗ କରିଛନ୍ତି ଶରଦ ପାୱାର । ଯେଉଁ ରାଜ୍ୟ ମାନଙ୍କରେ ବିଜେପି ଶାସନ ନାହିଁ ସେହି ସବୁ ରାଜ୍ୟର ସରକାରଙ୍କୁ ବିରୋଧରେ ଏହି ସବୁ ସଂସ୍ଥାକୁ ବ୍ୟବହାର କରୁଛନ୍ତି କେନ୍ଦ୍ର ସରକାର ବୋଲି କହିଛନ୍ତି ଶରଦ ପାୱାର ।

ତେବେ ଏହାଛଡ଼ା ନୱାବ ମଲ୍ଲିକଙ୍କ ସପକ୍ଷରେ ମଧ୍ୟ କହିଛନ୍ତି ଶରଦ ପାୱାର । ବର୍ତ୍ତମାନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କ ଜ୍ୱାଇଁଙ୍କୁ ପଚରା ଉଚରା କରୁଛି । ନୱାବ ମଲ୍ଲିକ ବାରମ୍ବାର କେନ୍ଦ୍ର ସରକାରଙ୍କ ବିରୋଧରେ ସ୍ୱର ଉତ୍ତୋଳନ କରୁଥିବାରୁ କେନ୍ଦ୍ର ସରକାର ଏପରି କରୁଥିବା ସେ ଅଭିଯୋଗ କରିଛନ୍ତି । କେବଳ ଏତିକି ନୁହେଁ ବର୍ତ୍ତମାନ ଦେଶର ଅର୍ଥନୀତିକୁ ନେଇ ମଧ୍ୟ ପାୱାର କେନ୍ଦ୍ର ସରକାରଙ୍କୁ ଘେରିଛନ୍ତି । ଗତ ୩ବର୍ଷ ହେଲା ଅନ୍ତର୍ଜାତୀୟ ବଜାରରେ ତୈଳ ଦର ହ୍ରାସ ହେଉଥିଲେ ମଧ୍ୟ ଦେଶରେ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି । ବୋଲି କହିଛନ୍ତି ପାୱାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ