Masthead

ତଦନ୍ତକାରୀ ସଂସ୍ଥାର ଅପବ୍ୟବହାର ହେଉଛି: ଶରଦ ପାୱାର

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଏନସିପି ମୁଖ୍ୟ ଶରଦ ପାୱାର ବାରମ୍ବାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରୁଥିବା ଦେଖିବାକୁ ମିଳୁଛି । ଏବେ ପୁଣି ଥରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରୁଥିବା ଦେଖିବାକୁ ମିଳିଛି । କେନ୍ଦ୍ର ସରକାର ସିବିଆଇ, ଏନସିବି ଏବଂ ଇଡି ଭଳି ସଂସ୍ଥାର ଅପବ୍ୟବହାର କରୁଛନ୍ତି ବୋଲି ଅଭିଯୋଗ କରିଛନ୍ତି ଶରଦ ପାୱାର । ଯେଉଁ ରାଜ୍ୟ ମାନଙ୍କରେ ବିଜେପି ଶାସନ ନାହିଁ ସେହି ସବୁ ରାଜ୍ୟର ସରକାରଙ୍କୁ ବିରୋଧରେ ଏହି ସବୁ ସଂସ୍ଥାକୁ ବ୍ୟବହାର କରୁଛନ୍ତି କେନ୍ଦ୍ର ସରକାର ବୋଲି କହିଛନ୍ତି ଶରଦ ପାୱାର ।

ତେବେ ଏହାଛଡ଼ା ନୱାବ ମଲ୍ଲିକଙ୍କ ସପକ୍ଷରେ ମଧ୍ୟ କହିଛନ୍ତି ଶରଦ ପାୱାର । ବର୍ତ୍ତମାନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କ ଜ୍ୱାଇଁଙ୍କୁ ପଚରା ଉଚରା କରୁଛି । ନୱାବ ମଲ୍ଲିକ ବାରମ୍ବାର କେନ୍ଦ୍ର ସରକାରଙ୍କ ବିରୋଧରେ ସ୍ୱର ଉତ୍ତୋଳନ କରୁଥିବାରୁ କେନ୍ଦ୍ର ସରକାର ଏପରି କରୁଥିବା ସେ ଅଭିଯୋଗ କରିଛନ୍ତି । କେବଳ ଏତିକି ନୁହେଁ ବର୍ତ୍ତମାନ ଦେଶର ଅର୍ଥନୀତିକୁ ନେଇ ମଧ୍ୟ ପାୱାର କେନ୍ଦ୍ର ସରକାରଙ୍କୁ ଘେରିଛନ୍ତି । ଗତ ୩ବର୍ଷ ହେଲା ଅନ୍ତର୍ଜାତୀୟ ବଜାରରେ ତୈଳ ଦର ହ୍ରାସ ହେଉଥିଲେ ମଧ୍ୟ ଦେଶରେ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି । ବୋଲି କହିଛନ୍ତି ପାୱାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ