Masthead

କଟୁରୀ ଧରି ୫ ଜଣ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ

ନୀଳଗିରି (ବଡ଼ ଖବର ବ୍ୟୁରୋ): ତିନି ଅଫିସର ସମେତ ସମୁଦାୟ ପାଞ୍ଚ ପୋଲିସଙ୍କୁ ଗୋଡ଼ାଇ ହାଣିଲା ଅଭିଯୁକ୍ତ । ୨୦୨୧ ମସିହାରେ ଏକ ହତ୍ୟା ଉଦ୍ୟମ ଘଟଣାରେ ସମ୍ପୃକ୍ତ ଥିବା ଜାମୁଡ଼ିହି ଗ୍ରାମର ପଦ୍ମଲୋଚନ ପାତ୍ରଙ୍କୁ ଆଜି ସକାଳେ ଜଣେ ଗ୍ରାମରକ୍ଷୀ କୋର୍ଟ ସମନ ଦବା ପାଇଁ ଯାଇଥିବାବେଳେ ତାଙ୍କୁ ଆଶ୍ଳୀଳ ଭାଷାରେ ଗାଳି ଗୁଲଜ କରିଥିଲେ ।

ଏହା ଜାଣିବାକୁ ପାଇବା ପରେ ତିନି ଅଫିସର ସମେତ ମୋଟ ପାଞ୍ଚ ଜଣ ଘଟଣାସ୍ଥଳକୁ ଯାଇଥିଲେ । ତେବେ ଉତକ୍ଷିପ୍ତ ଥିବା ପଦ୍ମଲୋଚନ ହଠାତ ଏକ କଟୁରୀ ଧରି ପାଞ୍ଚ ପୋଲିସଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲା । ପରେ ପୋଲିସ ଅଭିଯୁକ୍ତକୁ କାବୁ କରି ଥାନାରେ ଅଟକ ରଖିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ