Masthead

ୱାର୍ଡସଭ୍ୟଙ୍କୁ ଆକ୍ରମଣ ଘଟଣାରେ ଅଭିଯୁକ୍ତ ଗିରଫ

ଦଶରଥପୁର (ବଡ଼ ଖବର ବ୍ୟୁରୋ): ୱାର୍ଡସଭ୍ୟଙ୍କୁ ଆକ୍ରମଣ ଘଟଣା । କଲିକତାରୁ ଗିରଫ ହେଲା ଅଭିଯୁକ୍ତ । ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା କନିକାପଡା ପଞ୍ଚାୟତର ୱାର୍ଡସଭ୍ୟ ନରେଶ ରାଉତ ଓରଫ ମହନୀଙ୍କୁ ୨୫ ତାରିଖ ଦିନ କନିକାପଡ଼ା ଗ୍ରାମର ବିଜୁ ସେଠୀ ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ । ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ଦୌଡ଼ି ଆସିବାରୁ ଘଟଣାସ୍ଥଳରୁ ଆକ୍ରମଣ କାରୀ ଚମ୍ପଟ ମାରିଥିଲା ।

ଏହି ଆକ୍ରମଣର ଶିକାର ହୋଇ ୱାର୍ଡ ସଭ୍ୟ ପ୍ରଥମେ ମଙ୍ଗଳପୁର ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଏବଂ ଗୁରୁତର ହେବାରୁ ପରିବାର ଲୋକେ ନରେଶଙ୍କୁ ଭୁବନେଶ୍ୱର ର ଏକ ଘରୋଇ ମେଡିକାଲ ଆଣିଥିଲେ । ଏହି ମାମଲାରେ ମଙ୍ଗଳପୁର ପୋଲିସ ଅଭିଯୁକ୍ତ ବିଜୁ ସେଠୀକୁ କୋଲକାତାରୁ ଗିରଫ କରି ଅଧିକ ପଚରା ଉଚରା କରିବା ସହ କୋର୍ଟ ଚାଲାଣ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା