ପୁରୁଷ ବନ୍ଧୁଙ୍କ ନାଁରେ ଅଭିଯୋଗ ଆଣିଲେ ଅଭିନେତ୍ରୀ ଶୀତଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଅଭିନେତ୍ରୀ ଶୀତଲଙ୍କ ସଂଗୀନ ଅଭିଯୋଗ । ପୁରୁଷ ବନ୍ଧୁଙ୍କ ନାଁରେ ଅଭିଯୋଗ ଆଣିଲେ ଅଭିନେତ୍ରୀ ଶୀତଲ । ଅଭିନେତ୍ରୀ ଆଣିଲେ ଅନ୍ତରଙ୍ଗ ମୁହୂର୍ତ୍ତ ଭିଡିଓ ଭାଇରାଲ ଅଭିଯୋଗ । ସିନେ ନିର୍ମାତା ଦୟାନିଧି ଦହିମାଙ୍କ ନାଁରେ ଆଣିଲେ ଅଭିଯୋଗ । ସୁଟିଂ ସେଟରେ ଦୟାନିଧି ଗଣ୍ଡଗୋଳ କରୁଥିବା ଅଭିଯୋଗ । କାମ ଦେବା ବଦଳରେ ଦେଉଥିରେ ଶାରୀରିକ ନିର୍ଯାତନା । ଠକେଇ ନିର୍ଯାତନା ନେଇ ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ । ପୂର୍ବରୁ ୨୦୨୧ରେ ଥାନାରେ ଅଭିଯୋଗ କରିଥିଲେ ଅଭିନେତ୍ରୀ । କୋର୍ଟର ଆଶ୍ରୟ ନେଲେ ଅଭିନେତ୍ରୀ ଶୀତଲ । କୋର୍ଟ ନିର୍ଦ୍ଦେଶରେ ମାମଲା ରୁଜୁ କଲା ଲକ୍ଷ୍ମୀସାଗର ଥାନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’