Masthead

ପ୍ରଶାସନ ବୁଝାଇଲା ମାନିଲେ କୃଷକ, ରଖିଲେ ନୂଆ ଦାବି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ୩ ନୂଆ କୃଷି ଆଇନକୁ ନେଇ ଗତ ୯ମାସ ହେବ ଆନ୍ଦୋଳନ କରୁଛନ୍ତି ଚାଷୀ । ପ୍ରଶାସନ ଏନେଇ କୃଷକ ମାନଙ୍କୁ ବୁଝାଇବାରେ ଲାଗିଛି । ଦିଲ୍ଲୀ ସିଙ୍ଘୁ ସୀମାରେ ୪୪ ନମ୍ବର ଜାତୀୟ ରାଜପତ ଅବରୋଧ କରି ଧାରଣା ଦେଉଛନ୍ତି କୃଷକ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ସରକାର ସୋନିପାତର ଡିସି ଲଲିତ ସିୱାଚ ଏବଂ ଏସପି ଚାଷୀଙ୍କ ସହ ଆଲୋଚନା କରିଛନ୍ତି ।

ସିଙ୍ଘୁ ସୀମାରେ ଚାଷୀଙ୍କ ଆନ୍ଦୋଳନ ପାଇଁ ଲୋକ ମାନେ ଭୋଗୁଥିବା ଅସୁବିଧା ସମ୍ପର୍କରେ ବୁଝାଇଥିଲେ । କୃଷକ ସଂଗଠନ ଏବାବଦରେ ଏକ ଆଲୋଚନା କରି ରାସ୍ତାକୁ ଖାଲି କରିବାକୁ ରାଜି ହୋଇଥିଲେ । କିନ୍ତୁ ଆନ୍ଦୋଳନ କରିବାକୁ ଅନ୍ୟ ଏକ ସ୍ଥାନ ଦେବାକୁ ଦାବି କରିଥିଲେ କୃଷକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି