Masthead

ପ୍ରଶାସନ ସାଉଁଟୁଛି ପ୍ରଶଂସା

ଚୌଦ୍ୱାର(ବଡ଼ ଖବର ବ୍ୟୁରୋ): କଟକ ଜିଲ୍ଲା ଚୌଦ୍ୱାର ପୌରପାଳିକା ସ୍ଥିତ ୪ ନମ୍ବର ୱାର୍ଡ଼ରେ ଗଢି ଉଠିଥିବା ଚୌଦ୍ୱାର ସ୍ୱାସ୍ଥ୍ୟକେନ୍ଦ୍ର ଉଦଘାଟନକୁ ନେଇ ଉପୁଜିଥିବା ବିବାଦ ବଡ଼ ଖବରରେ ପ୍ରସାରଣ ହୋଇଥିଲା । ପରେ ପ୍ରଶାସନର ଚୈତନ୍ୟ ଉଦୟ ହୋଇଥିଲା । ବାଧ୍ୟ ହୋଇ ପ୍ରଶାସନ ବଦଳାଇଛି ନାମଫଳକ । ଫଳକରେ କପାଳେଶ୍ୱର ବଦଳାଯାଇ ଚୌଦ୍ୱାର ଲେଖାଯିବାରୁ ଉତ୍ତ୍ୟକ୍ତ ଲୋକମାନେ ଶାନ୍ତ ପଡିଛନ୍ତି । ମନ୍ତ୍ରୀ ଆସିବା ପୂର୍ବରୁ ଫଳକର ନାମ ପରିବର୍ତ୍ତନ କରି ପ୍ରଶାସନ ସାଉଁଟୁଛି ପ୍ରଶଂସା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼