Masthead

ସୁନାବେଶର ଦୃଶ୍ୟ ଆଙ୍କି ବିବାଦରେ ପ୍ରଶାସନ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ସାଢେ ଚାରିକୋଟି ଓଡ଼ିଆଙ୍କ ଆରଧ‎‎‎‎‎‎୍ୟ ଦେବତା ଶ୍ରୀଜଗନ୍ନାଥଙ୍କ ସୁନାବେଶରର ଦୃଶ୍ୟ ତୁଳୀରେ ଆଙ୍କି ବିବାଦରେ ପ୍ରଶାସନ । ଅନୁଗୁଳ ସହରରେ ଥିବା ଛୋଟ ପିଲାଙ୍କ ଜେଲର ପାଚେରିରେ ଅଙ୍କା ଯାଇଛି ମହାପ୍ରଭୁ ଜଗନ୍ନାଥଙ୍କ ସୁନାବେଶର ଦୃଶ୍ୟ। ଏହି ରାସ୍ତା ଦେଇ ଦୈନିକ ଶହ ଶହ ଲୋକ ଯିବା ଆସିବା କରନ୍ତି ।

ପାଚେରିର କିଛି ଜାଗାରେ ଲୋକେ ପରିଶ୍ରା କରିବାର ନଜର ରହିଛି। କିନ୍ତୁ ବଡ଼ ଦୁଃଖର ବିଷୟ ଉକ୍ତ ପାଚେରିରେ ଏଭଳି ଦୃଶ୍ୟକୁ ଚିତ୍ରଣ କରି ଦେଶ ବାସୀଙ୍କୁ କ’ଣ ବାର୍ତା ଦେବାକୁ ଚାହିଁଛି ଅନଗୁଳ ପୌର ପାଳିକା? ଏହାକୁ ନେହି ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା