ସୁନାବେଶର ଦୃଶ୍ୟ ଆଙ୍କି ବିବାଦରେ ପ୍ରଶାସନ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ସାଢେ ଚାରିକୋଟି ଓଡ଼ିଆଙ୍କ ଆରଧ‎‎‎‎‎‎୍ୟ ଦେବତା ଶ୍ରୀଜଗନ୍ନାଥଙ୍କ ସୁନାବେଶରର ଦୃଶ୍ୟ ତୁଳୀରେ ଆଙ୍କି ବିବାଦରେ ପ୍ରଶାସନ । ଅନୁଗୁଳ ସହରରେ ଥିବା ଛୋଟ ପିଲାଙ୍କ ଜେଲର ପାଚେରିରେ ଅଙ୍କା ଯାଇଛି ମହାପ୍ରଭୁ ଜଗନ୍ନାଥଙ୍କ ସୁନାବେଶର ଦୃଶ୍ୟ। ଏହି ରାସ୍ତା ଦେଇ ଦୈନିକ ଶହ ଶହ ଲୋକ ଯିବା ଆସିବା କରନ୍ତି ।

ପାଚେରିର କିଛି ଜାଗାରେ ଲୋକେ ପରିଶ୍ରା କରିବାର ନଜର ରହିଛି। କିନ୍ତୁ ବଡ଼ ଦୁଃଖର ବିଷୟ ଉକ୍ତ ପାଚେରିରେ ଏଭଳି ଦୃଶ୍ୟକୁ ଚିତ୍ରଣ କରି ଦେଶ ବାସୀଙ୍କୁ କ’ଣ ବାର୍ତା ଦେବାକୁ ଚାହିଁଛି ଅନଗୁଳ ପୌର ପାଳିକା? ଏହାକୁ ନେହି ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ