ପ୍ରଶାସନର ଦାଦାଗିରି, ଦଳିତ ଘେରିଲେ ତହସିଲ ଅଫିସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୧୮୦ ଏକର ଜମିପଟାକୁ ଜାଲିଆତି କରି ଲୁଟି ନେଲେ ଜିଲ୍ଲା ପ୍ରଶାସନ । ଦଳିତ ପରିବାରଙ୍କ କଲେ ତହସିଲ ଅଫିସ ଘେରାଉ। ଦଳିତ ପରିବାରଙ୍କ ଜମି ପଟାକୁ ଜାଲିଆତି କରି ମୋଟା ଅଙ୍କର ଅର୍ଥ ଉପାର୍ଜନ କରି ରାତାରାତି ମାଲାମାଲ ହେଉଛନ୍ତି ପ୍ରଶାସନ। ଏଭଳି ଘଟଣା ଘଟିଛି କଟକ ଜିଲ୍ଲା ବାରଙ୍ଗ ତହସିଲ ଅଧୀନସ୍ତ ବିଦ୍ୟାଧରପୁର ମୌଜାରେ ।

ଦଳିତ ପରିବାରଙ୍କ ଜମି ପଟାକୁ ଜାଲିଆତି କରି ସେମାନଙ୍କୁ ହଇରାଣ କରୁଛନ୍ତି। ଏ ନେଇ ଦଳିତ ପରିବାର ଲୋକେ ହାଇକୋର୍ଟ ଓ ପରେ ସୁପ୍ରିମକୋର୍ଟରେ ଦ୍ୱାରାସ୍ତ ହୋଇଥିଲ । ଦଳିତଙ୍କ ଜମି ଫେରାଇ ଦେବା ପାଇଁ ନିର୍ଦେଶ ଦେଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଫେରାଇ ଦିଆଯାଇ ନାହିଁ । ଆଜି ମହିଳା ଓ ପୁରୁଷମାନେ ବାରଙ୍ଗ ତହସିଲ ଅଫିସି ଘେରାଉ କରିବା ସହ ସେମାନଙ୍କ ଜମି ତାଙ୍କୁ ଫେରାଇ ଦେବାକୁ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ