Masthead

ଚାଲି ଚାଲି ଲୋକଙ୍କ ପାଖରେ ପହଞ୍ଚିଲେ ପ୍ରଶାସନିକ ଅଧିକାରୀ

ଲକ୍ଷ୍ମୀପୁର(ବଡ଼ ଖବର ବ୍ୟୁରୋ): ଦୁର୍ଗମ ଅଞ୍ଚଳକୁ ଚାଲି ଚାଲି ଯାଇ ଲୋକଙ୍କ ସମସ୍ୟା ବୁଝିଲେ ଲକ୍ଷ୍ମୀପୁର ବିଡ଼ିଓ ପ୍ରୀତିରଞ୍ଜନ ରଥ । ଲକ୍ଷ୍ମୀପୁର ବ୍ଲକର କୁଟିଙ୍ଗା ପଞ୍ଚାୟତର ଦୁର୍ଗମ ବନ ପାହାଡ଼ ଘେରା ସାଫାଆମ୍ବ ଓ ରୋହିଆମ୍ବରେ ପହଞ୍ଚି ବିଡ଼ିଓ ପ୍ରୀତି ରଞ୍ଜନ ରଥ ଲୋକଙ୍କ ସମସ୍ୟା ପଚାରି ବୁଝିଥିଲେ । ସାଥୀରେ ଥିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ପଭନ କୁମାର, ମହିଳା କନିଷ୍ଠ ଯନ୍ତ୍ରୀ ଶ୍ରାବଣୀ ପାଢ଼ୀ ଓ ଅନ୍ୟ କର୍ମଚାରୀ । ଏହି ଦୁଇ ଗାଁକୁ ରାସ୍ତା ନାହିଁ ।

ନାମକୁ ମାତ୍ର ରାଜସ୍ଵ ଗ୍ରାମର ମାନ୍ୟତା ଦିଆଯାଇଛି । ବିଡ଼ିଓ ବାସ୍ତବ ଚିତ୍ର ଦେଖି ପ୍ରଥମ ପର୍ୟ୍ୟାୟରେ ୧୦ ପରିବାରକୁ ଆବାସ ଯୋଜନାରେ ସାମିଲ କରିଛନ୍ତି । ରାସ୍ତା ଓ ପାଣି ଯୋଗାଇ ବୋଆଯାଇଛି ବୋଲି ଲକ୍ଷ୍ମୀପୁର ବିଡ଼ିଓ କହିଛନ୍ତି । ଏ ଭଳି ପ୍ରୟାସ ପାଇଁ ଲକ୍ଷ୍ମୀପୁର ବିଡ଼ିଓଙ୍କୁ ଚାରିଆଡ଼େ ପ୍ରଶଂସାର ସୁଅ ଛୁଟୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା