Masthead

ସିବିଆଇ ପୂର୍ବତନ ନିର୍ଦ୍ଦେଶକ ରଞ୍ଜିତ ସିହ୍ନାଙ୍କ ପରଲୋକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସିବିଆଇର ପୂର୍ବତନ ନିର୍ଦ୍ଦେଶକ ରଞ୍ଜିତ ସିହ୍ନାଙ୍କର ପରଲୋକ ହୋଇଛି । ରଞ୍ଜିତ ସିହ୍ନାଙ୍କର ଆଜି ସକାଳେ ବିୟୋଗ ହୋଇଛି। ସେ କରୋନା ପଜେଟିଭ ଥିବା ଜଣାପଡ଼ିଛି । ଆଜି ସକାଳେ ୪ଟା ୩୦ ମିନିଟ ସମୟରେ ତାଙ୍କର ବିୟୋଗ ହୋଇଥିବା ଜଣାପଡ଼ିଛି। ମୃତ୍ୟୁବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା ।

ସିହ୍ନା ବିହାର କ୍ୟାଡରର ୧୯୭୪ ବ୍ୟାଚର ଆଇପିଏସ। ସେ ଇଣ୍ଡୋ-ତିବ୍ଦତୀୟ ସୀମା ପୁଲିସ୍ ଫୋର୍ସ (ଆଇଟିବିପି) ଏବଂ ରେଳ ସୁରକ୍ଷା ବଳରେ କାର୍ୟ୍ୟ କରିଥିଲେ। ୨୦୧୨ ନଭେମ୍ୱର ୨୨ରେ ୨ ବର୍ଷ ପାଇଁ ତାଙ୍କୁ ସିବିଆଇ ମୁଖ୍ୟ କରାଯାଇଥିଲା । ଏହା ପୂର୍ବରୁ ସେ ରେଲଓ୍ୱେ ସୁରକ୍ଷା ବଳର ନେତୃତ୍ୱ ନେବା ସହ ପାଟନା ଓ ଦିଲ୍ଲୀ ସିବିଆଇ ବରିଷ୍ଠ ପଦବୀରେ ରହିଆସିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା