Masthead

ସମାଜସେବୀ ଲଳିତ ନାୟକଙ୍କ ପରଲୋକ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ଶ୍ରମିକ ନେତା ତଥା ସମାଜସେବୀ ଲଳିତ ନାୟକଙ୍କ ପରଲୋକ। ଆଜି ଭୋର୍ ସାଢେ ୫ଟାରେ ତାଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ସମାଜସେବା ଓ ସ୍ୱେଚ୍ଛାକୃତ ରକ୍ତଦାନ କରି ସେ ସାରା ଓଡ଼ିଶାରେ ନିଜର ପରିଚୟ ସୃଷ୍ଟି କରିଥିଲେ । ପଶ୍ଚିମ ଓଡ଼ିଶା ଶ୍ରମିକ ସଂଗଠନର ସଭାପତି ସହ ପ୍ରାୟ ୫୦ଟି ସଂଗଠନର ସଭାପତି ଭାବରେ ସେ କାର୍ଯ୍ୟ ତୁଲାଇ ଆସୁଥିଲେ । ଗତ ତିନି ଦଶନ୍ଧି ଧରି ସେ ନିଶ୍ୱାର୍ଥପର ଭାବେ ଦୁଃଖୀ ଦରିଦ୍ରଙ୍କ ପାଇଁ କାର୍ଯ୍ୟ କରି ଆସୁଥିଲେ । ତାଙ୍କ ବିୟୋଗରେ ଓଡ଼ିଶାରେ ଶୋକର ଛାୟା ଖେଳି ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ