Masthead

ସମାଜସେବୀ ଲଳିତ ନାୟକଙ୍କ ପରଲୋକ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ଶ୍ରମିକ ନେତା ତଥା ସମାଜସେବୀ ଲଳିତ ନାୟକଙ୍କ ପରଲୋକ। ଆଜି ଭୋର୍ ସାଢେ ୫ଟାରେ ତାଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ସମାଜସେବା ଓ ସ୍ୱେଚ୍ଛାକୃତ ରକ୍ତଦାନ କରି ସେ ସାରା ଓଡ଼ିଶାରେ ନିଜର ପରିଚୟ ସୃଷ୍ଟି କରିଥିଲେ । ପଶ୍ଚିମ ଓଡ଼ିଶା ଶ୍ରମିକ ସଂଗଠନର ସଭାପତି ସହ ପ୍ରାୟ ୫୦ଟି ସଂଗଠନର ସଭାପତି ଭାବରେ ସେ କାର୍ଯ୍ୟ ତୁଲାଇ ଆସୁଥିଲେ । ଗତ ତିନି ଦଶନ୍ଧି ଧରି ସେ ନିଶ୍ୱାର୍ଥପର ଭାବେ ଦୁଃଖୀ ଦରିଦ୍ରଙ୍କ ପାଇଁ କାର୍ଯ୍ୟ କରି ଆସୁଥିଲେ । ତାଙ୍କ ବିୟୋଗରେ ଓଡ଼ିଶାରେ ଶୋକର ଛାୟା ଖେଳି ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା