Masthead

ଏମ୍ସ ନର୍ସଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଏମ୍ସରେ ନର୍ସଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ । ଅନିଦ୍ଦିଷ୍ଟ କାଳ ପାଇଁ ବନ୍ଦ ଡାକରା ଦେଇଛନ୍ତି ନର୍ସ ୟୁନିଅନ । ଦରମା ବୃଦ୍ଧି, ଠିକା ନିଯୁକ୍ତି ଉଚ୍ଛେଦ ୬ଷ୍ଠ କେନ୍ଦ୍ରୀୟ ବେତନ ଭଳି ମୋଟ ୨୩ ଦାବି ଦାବିରେ ଅନସନରେ ବସିଛନ୍ତି ନର୍ସ ସମୂହ । ଉପରେ ଫଳରେ ଏମ୍ସରେ ଜରୁରୀ ସେବା ବ୍ୟାହତ ହୋଇଛି । ଗତ ଅପରାହ୍ନ ୫ଟାରୁ ଧାରଣାରେ ବସିଛନ୍ତି ନର୍ସ । ସେପଟେ ଆନ୍ଦୋଳନରୁ ଓହରି ଯିବାକୁ ଏମ୍ସ ନିର୍ଦ୍ଦେଶକ ରଣଦୀପ ଗୁଲେରିୟା ନିବେଦନ କରିଛନ୍ତି । କରୋନା ମହାମାରୀ ବେଳେ ନର୍ସ ଏଭଳି କାମ ନକରନ୍ତୁ, ନର୍ସଙ୍କ ଦାବି ଉପରେ ଆମେ ବିଚାର କରିବୁ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ