Masthead

ପରିସ୍ଥିତି ସମୀକ୍ଷା କରିବା ପାଇଁ ଲେହରେ ପହଞ୍ଚିଲେ ବାୟୁସେନା ପ୍ରମୁଖ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଲେହରେ ପରିସ୍ଥିତି ସମୀକ୍ଷା କରିବା ପାଇଁ ବାୟୁସେନା ପ୍ରମୁଖ ଏୟର ଚିପ ମାର୍ଶଲ ବିଆର ଚୌଧୁରୀ ଲେହ ଏୟାରବେଶରେ ପହଞ୍ଚିଛନ୍ତି । ପହଞ୍ଚିବା ପରେ ଭାରତ ଓ ଚୀନ ସୀମାକୁ ପରିଦର୍ଶନ କରିଥିବାର ସୂଚନା ମିଳିଛି ।

ତେବେ ପୂର୍ବ ଲଦାଖରେ ଚୀନ ନିଜର ଅନୁପ୍ରବେଶ ବୃଦ୍ଧି କରିଛି । ଏହି କାରଣରୁ ଦୁଇ ଦେଶ ମଧ୍ୟରେ ପରିସ୍ଥିତି ପୁଣି ଥରେ ତିକ୍ତ ହୋଇପଡ଼ିଛି । ସେପଟେ ବାୟୁସେନା ମୁଖ୍ୟ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ଜାତୀୟ ରାଜଧାନୀ ବାହାରେ ଏୟାର ଚିଫ ମାର୍ଶଲ ଭି.ଆର ଚୌଧୁରୀଙ୍କ ପ୍ରଥମ ଗସ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ