Masthead

ବିଜୟ ବର୍ଷ ପାଳୁଛି ବାୟୁସେନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶ ପାଳୁଛି ୮୯ ତମ ବାୟୁସେନା ଦିବସ । ଏହି ଦିବସକୁ ଧୁମଧାମରେ ପାଳନ କରିଛନ୍ତି ଭାରତୀୟ ବାୟୁସେନା । ଆଜି ଗାଜିଆବାଦ ହିଣ୍ଡନ ଏୟାରବେସରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ବାୟୁସେନାର ଏହି ଉତ୍ସବରେ ଫାଈଇଟର୍ ଜେଟ୍ ରାଫେଲ୍ ପ୍ରମୁଖ ଆକର୍ଷଣ ସାଜିଛି । ଆଜି ସାରା ବିଶ୍ୱ ଆକାଶରେ ଭାରତୀୟ ସେନାର ବଳ ଦେଖିଛି।

ପରେଡ ଗ୍ରାଉଣ୍ଡରେ ରାଫେଲ ସମେତ ସୁଖୋଇ, ମିରାଜ୍ , ତେଜସ ଭାଗନେଇଛନ୍ତି । ଆକାଶମାର୍ଗରେ ବାୟୁସେନା କର୍ମଚାରୀ ନିଜର କଳାକୌଶଳ ପ୍ରଦର୍ଶନ କରିଛନ୍ତି । ଭାରତୀୟ ବାୟୁସେନା ୧୯୩୨ ମସିହାରେ ପ୍ରତିଷ୍ଠା ହୋଇଥିଲା। ଏହାର ନାମ ରୟାଲ ଇଣ୍ଡିଆନ୍ ବାୟୁସେନା ରଖାଗଲା । ସ୍ୱାଧୀନତା ପରେ, ୧୯୫୦ମସିହାରେ ଏହାର ନାମ ଭାରତୀୟ ବାୟୁସେନାରେ ପରିବର୍ତ୍ତିତ ହେଲା। ବିଶ୍ୱର ଚତୁର୍ଥ ଶକ୍ତିଶାଳୀ ବାୟୁସେନା ଭାବେ ପରିଚିତ ଭାରତୀୟ ବାୟୁସେନାର ଇତିହାସ ବେଶ୍ ଗୌରବମୟ ହୋଇ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ