Masthead

ଦିଲ୍ଲୀରେ କମୁଛି ବାୟୁ ଗୁଣବତା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ)ଦିଲ୍ଲୀରେ କମିବାରେ ଲାଗିଛି ବାୟୁର ଗୁଣବତା । ସୋମବାର ବାୟୁର ଗୁଣବତା ସବୁଠୁ ଖରାପ ରହିଛି । ଗୁରୁବାର ୨୪.୩ ଡିଗ୍ରୀ ସେଲସିୟସ ରହିଥିଲା । ଶୁକ୍ରବାର ୨୪.୭ଡିଗ୍ରୀ ସେଲସିୟସ, ଶନିବାର ୨୫.୩ ଡିଗ୍ରୀ ସେଲସିୟସ, ରବିବାର ୨୫.୭ ରହିଥିବା ବେଳେ ସୋବାର ସକାଳ ୯ଟାରେ ୨୫୩ ରହିଛି ବାୟୁ ଗୁଣବତା । ବାୟୁର ଗୁଣବତା ଆହୁରି ଖରାପ ହୋଇପାରେ । ଫେବୃଆରୀ ୮ସୁଧା ଏହା ଆହୁରି ଖରାପ ହେବ । ସିପିସିବିର କହିବା ଅନୁଯାୟୀ ବାୟୁର ଗୁଣବତା ୨୦୧ରୁ ୩୦୦ ଭିତରେ ରହିଲେ ‘ଖରାପ’, ୩୦୧ରୁ ୪୦୦ ଭିତରେ ରହିଲେ ‘ଅତ୍ୟନ୍ତ ଖରାପ’ ଏବଂ ୪୦୦ରୁ ଅଧିକ ହେଲେ ‘ଗମ୍ଭୀର’ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା