Masthead

ପାଣିରେ ବୁଡ଼ିଛି ବିମାନବନ୍ଦର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) : ବର୍ଷା ପରେ ସ୍ଥତି ଅସମ୍ଭାଳ । ସକାଳୁ ଲଗାତର ବର୍ଷା ହେବାପରେ ଦିଲ୍ଲୀରେ ଦେଖାଦେଇଛି ଜଳସ୍ତର ବୃଦ୍ଧି ସମସ୍ୟା । ଏହା ସହ ଦକ୍ଷିଣ ଦିଲ୍ଲୀର ମହିପାଲପୁର ଏବଂ ମୁନିରକାର ରାସ୍ତା ଗୁଡ଼ିକ ମଧ୍ୟ ବର୍ଷା ପାଣିରେ ବୁଡ଼ି ରହିଥିବା ବେଳେ ଜନଜୀବନ ଅସ୍ତ ବ୍ୟସ୍ତ ହୋଇପଡ଼ିଛି ।

କିନ୍ତୁ ବର୍ଷା ପାଣିରେ ବୁଡିଛି ରନ୍ ୱେ । ଦିଲ୍ଲୀ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଟର୍ମିନାଲ-୩ରେ ବର୍ଷା ପାଣି ଲହଡି ଭାଙ୍ଗୁଥିବା ଦେଖିବାକୁ ମିଳିଛି । ରନ୍ ୱେ ଉପରେ ପାଣି ମଧ୍ୟ ଜମିଛି । ଫଳରେ ଯାତ୍ରୀମାନେ ବିମାନବନ୍ଦରରରେ ଫସି ରହିଥିବାବେଳେ ଅନେକ ବିମାନର ଗତିପଥ ପରିବର୍ତ୍ତନ କରାଯିବା ସହ ବିମାନକୁ ଡିଲେ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ