Masthead

ଆଖଣ୍ଡଳମଣି ମନ୍ଦିର ବନ୍ଦ

ଆରଡ଼ି (ବଡ଼ ଖବର ବ୍ୟୁରୋ): ଆଖଣ୍ଡଳମଣି ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ। ୨ଦିନ ପାଇଁ ମନ୍ଦିର ଓ ସାଧାରଣ ଭକ୍ତଙ୍କ ଦର୍ଶନ ବନ୍ଦ କଲା ପ୍ରଶାସନ । ମଣିବାବାଙ୍କ ନୀତିକାନ୍ତି ପାଇଁ ପାଳିଆ ସେବାୟତ ବ୍ୟତୀତ ଅନ୍ୟ ସେବାୟତଙ୍କୁ ଯିବାକୁ ମନା କରାଯାଇଛି। ଜିଲ୍ଲାପ୍ରଶାସନ ପକ୍ଷରୁ ମନ୍ଦିର ପରିସରକୁ ସାନିଟାଇଜ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ବାବାଙ୍କ ନୀତିକାନ୍ତି ଯେପରି ଭାବେ ଜାରି ରହିବ ସେଥିପାଇଁ ଆବଶ୍ୟକ ଅନୁଯାୟୀ ପାଳିଆ ସେବାୟତ ଓ ନିଯୋଗୀମାନେ ମନ୍ଦିରକୁ ଯିବେ। ଏହାଛଡା ଅନ୍ୟ ସେବାୟତ ଓ ସେବାକାରୀଙ୍କୁ ମନ୍ଦିର ଭିତରକୁ ଯିବାକୁ ମନା କରିଛି ପ୍ରଶାସନ। ଏଥିସହ ସମସ୍ତ ସେବାୟତ କରୋନା ରିପୋର୍ଟ ମନ୍ଦିର କାର୍ୟ୍ୟାଳୟରେ ୨ଦିନ ମଧ୍ୟରେ ଦାଖଲ କରିବାକୁ ପରାମର୍ଶ ଦେଇଛି ପ୍ରଶାସନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି