Masthead

ଆସନ୍ତା ୨୧ରେ ବସିବ ଓଡ଼ିଶା ବିଧାନସଭାର ସର୍ବଦଳୀୟ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୧ରେ ବସିବ ଓଡ଼ିଶା ବିଧାନସଭାର ସର୍ବଦଳୀୟ ବୈଠକ । ପୂର୍ବାହ୍ନ ୧୧ ରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ବଜେଟ ଅଧିବେଶନକୁ ସୁରୁଖୁରୁରେ ପରିଚାଳନା ଲାଗି ସହଯୋଗ ଲୋଡିବେ ବାଚସ୍ପତି । ବୈଠକ ପୂର୍ବରୁ ନିଯୁକ୍ତ ହେବେ ସରକାରୀ ଦଳ ମୁଖ୍ୟ ସଚେତକ ଓ ଉପ ମୁଖ୍ୟ ସଚେତକ । ସେହିପରି ଆସନ୍ତା ୨୩ ତାରିଖରେ ଉପ ବାଚସ୍ପତି ପଦ ଲାଗି ହେବ ନାମାଙ୍କନ । ସେହିଦିନ ୧୨ ଟା ସୁଦ୍ଧା ନାମାଙ୍କନ ଦାଖଲ । ୨୪ରେ ଫଳାଫଳ ଘୋଷଣା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ