Masthead

ଆସନ୍ତା ୨୧ରେ ବସିବ ଓଡ଼ିଶା ବିଧାନସଭାର ସର୍ବଦଳୀୟ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୧ରେ ବସିବ ଓଡ଼ିଶା ବିଧାନସଭାର ସର୍ବଦଳୀୟ ବୈଠକ । ପୂର୍ବାହ୍ନ ୧୧ ରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ବଜେଟ ଅଧିବେଶନକୁ ସୁରୁଖୁରୁରେ ପରିଚାଳନା ଲାଗି ସହଯୋଗ ଲୋଡିବେ ବାଚସ୍ପତି । ବୈଠକ ପୂର୍ବରୁ ନିଯୁକ୍ତ ହେବେ ସରକାରୀ ଦଳ ମୁଖ୍ୟ ସଚେତକ ଓ ଉପ ମୁଖ୍ୟ ସଚେତକ । ସେହିପରି ଆସନ୍ତା ୨୩ ତାରିଖରେ ଉପ ବାଚସ୍ପତି ପଦ ଲାଗି ହେବ ନାମାଙ୍କନ । ସେହିଦିନ ୧୨ ଟା ସୁଦ୍ଧା ନାମାଙ୍କନ ଦାଖଲ । ୨୪ରେ ଫଳାଫଳ ଘୋଷଣା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା