Masthead

ଲଗାଣ ବର୍ଷାରେ ଫସିଲା ଆମ୍ବୁଲାନ୍ସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ରେକର୍ଡ ହୋଇଛି ବର୍ଷା । ୧୯୫୮ ସେପ୍ଟେମ୍ବର ୯ରେ ୨୪ ଘଂଟାରେ ଭୁବନେଶ୍ୱରରେ ୧୬୩ ମିଲିମିଟର ବର୍ଷା ରେକର୍ଡ଼ ହୋଇଥିଲା । ୬୩ ବର୍ଷ ପରେ ସର୍ବକାଳୀନ ରେକର୍ଡ଼ ବର୍ଷା ହୋଇଛି ।

ସେପଟେ ପ୍ରବଳ ବର୍ଷା ଯୋଗୁଁ ରାସ୍ତାରେ ଫସିଲା ଆମ୍ବୁଲାନ୍ସ । ଏଭଳି ଚିତ୍ର ଖୋଦ୍ ରାଜଧାନୀ ଭୁବନେଶ୍ୱରରେ ଦେଖିବାକୁ ମିଳିଛି । ରାସ୍ତାରେ ବର୍ଷା ପାଣି ଜମି ରହିବା ଯୋଗୁଁ ଆମ୍ବୁଲାନ୍ସ ଫସି ରହିଥିଲା । ଏପରିକି ଲୋକେ ରାସ୍ତା ଉପରେ ଆମ୍ବୁଲାନ୍ସକୁ ପେଲି ପେଲି ନେବାକୁ ପଡ଼ିଥିଲା । ଫଳରେ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା