ଲଗାଣ ବର୍ଷାରେ ଫସିଲା ଆମ୍ବୁଲାନ୍ସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ରେକର୍ଡ ହୋଇଛି ବର୍ଷା । ୧୯୫୮ ସେପ୍ଟେମ୍ବର ୯ରେ ୨୪ ଘଂଟାରେ ଭୁବନେଶ୍ୱରରେ ୧୬୩ ମିଲିମିଟର ବର୍ଷା ରେକର୍ଡ଼ ହୋଇଥିଲା । ୬୩ ବର୍ଷ ପରେ ସର୍ବକାଳୀନ ରେକର୍ଡ଼ ବର୍ଷା ହୋଇଛି ।

ସେପଟେ ପ୍ରବଳ ବର୍ଷା ଯୋଗୁଁ ରାସ୍ତାରେ ଫସିଲା ଆମ୍ବୁଲାନ୍ସ । ଏଭଳି ଚିତ୍ର ଖୋଦ୍ ରାଜଧାନୀ ଭୁବନେଶ୍ୱରରେ ଦେଖିବାକୁ ମିଳିଛି । ରାସ୍ତାରେ ବର୍ଷା ପାଣି ଜମି ରହିବା ଯୋଗୁଁ ଆମ୍ବୁଲାନ୍ସ ଫସି ରହିଥିଲା । ଏପରିକି ଲୋକେ ରାସ୍ତା ଉପରେ ଆମ୍ବୁଲାନ୍ସକୁ ପେଲି ପେଲି ନେବାକୁ ପଡ଼ିଥିଲା । ଫଳରେ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଲିଉଡର ଭେଟରାନ ଅଭିନେତା ନାନା ପାଟେକରଙ୍କ ପରଲୋକ 🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଝଡବର୍ଷା ସମ୍ଭାବନା, ଆଲର୍ଟ ଜାରି 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ବଲିଉଡର ଭେଟରାନ ଅଭିନେତା ନାନା ପାଟେକରଙ୍କ ପରଲୋକ 🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଝଡବର୍ଷା ସମ୍ଭାବନା, ଆଲର୍ଟ ଜାରି 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର