Before Header

ରାସ୍ତାରୋକ ବେଳେ ଆମ୍ବୁଲାନ୍ସ ଭଙ୍ଗାରୁଜା

0 19

କେନ୍ଦୁଝର (ବଡ଼ ଖବର ବ୍ୟୁରୋ):  ରାସ୍ତାରୋକ ବେଳେ ଆମ୍ବୁଲାନ୍ସ ଭଙ୍ଗାରୁଜା । ଆମ୍ବୁଲାନ୍ସ କର୍ମଚାରୀଙ୍କୁ ଆକ୍ରମଣ କଲେ ଆନ୍ଦୋଳନକାରୀ । ଯୁବତୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଚାଲିଥିଲା ଆନ୍ଦୋଳନ । ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲାରେ । ଆମ୍ବୁଲାନ୍ସ କର୍ମଚାରୀଙ୍କ ପକ୍ଷରୁ ପଣ୍ଡାପଡ଼ା ଥାନାରେ ଲିଖିତ ଅଭିଯୋଗ ହୋଇଛି । ଯୁବତୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଅଭିଯୁକ୍ତଙ୍କ ଗିରଫ ଦାବିରେ ଚାଲିଥିଲା ଆନ୍ଦୋଳନ ।

Leave A Reply

Your email address will not be published.