Masthead

କ୍ଷୟକ୍ଷତି ରିପୋର୍ଟ ପରେ ସହାୟତା ରାଶି ଘୋଷଣା

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ):  କ୍ଷୟକ୍ଷତି ରିପୋର୍ଟ ପରେ ସହାୟତା ରାଶି ଘୋଷଣା । ଏସଆରସି ପ୍ରଦୀପ ଜେନା ଏନେଇ ସୂଚନା ଦେଇଛନ୍ତି। ସମସ୍ତ ଜିଲ୍ଲାପାଳମାନେ ୭ଦିନରେ କ୍ଷୟକ୍ଷତିର ରିପୋର୍ଟ ଦେବେ । ରିପୋର୍ଟ ଆଧାରରେ ସମସ୍ତଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ବର୍ଷାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ୨ ଜଣ ନିଖୋଜ ଅଛନ୍ତି। ୧୩,୮୨୧ ଜଣଙ୍କୁ ସ୍ଥାନାନ୍ତର କରାଯାଇଛି ।

ବ୍ରାହ୍ମଣୀ ନଦୀରେ ୩ଟି ଘାଇ ହୋଇଛି । ୨୧ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି । ୨୧ଜିଲ୍ଲାର ୧୨୬ ବ୍ଲକ ପ୍ରଭାବିତ ହୋଇଛି । ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ରହିଛି । ହୀରାକୁଦ ଉପରମୁଣ୍ଡରେ ପ୍ରବଳ ବର୍ଷିଛି । ବର୍ଷାରେ ୪୩୩୪ଟି ଗାଁ ପ୍ରଭାବିତ ହୋଇଛି । ପ୍ରଭାବିତ ହୋଇଛି ୨୯ଟି ପୌରାଞ୍ଚଳ । ଘର ହୋଇଛି କ୍ଷତିଗ୍ରସ୍ତ । ୧ଲକ୍ଷ ୩୦ହଜାର ହେକ୍ଟର ଜମି କ୍ଷତିଗ୍ରସ୍ତ । ପ୍ରାଥମିକ ଆକଳନରୁ ଏହି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା