Masthead

ବଢିପାରେ ବର୍ଷାର ପରିମାଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୨୪ ଘଣ୍ଟାରେ ହୋଇପାରେ ପ୍ରବଳ ବର୍ଷା । ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ସୁନ୍ଦରଗଡ, କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିହପୁର, ଅନୁଗୁଳ, ବୌଦ୍ଧ, ବଲାଙ୍ଗିର, ନୂଆପଡା ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସେପଟେ ଓଡ଼ିଶା ଉପରେ ଥିବା ମନସୁନ୍ ଟ୍ରାପ୍ ଦକ୍ଷିଣ ଓଡିଶା ମୁହାଁ ହେଉଥିବାବେଳେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୯ ଏବଂ ୧୦ ତାରିଖରୁ ବର୍ଷାର ପରିମାଣ ବଢିବ। ଅନ୍ୟପଟେ ଆସନ୍ତା ୨୪ ଘଣ୍ଟାରେ ମତ୍ସ୍ୟଜିବୀଙ୍କୁ ସମୂଦ୍ର ମଧ୍ୟକୁ ଯିବାକୁ ବାରଣ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ