Masthead

୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା । ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ । ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।  ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ ଓ ବାଲେଶ୍ବରକୁ ୟେଲୋ ୱାର୍ଣ୍ଣିଂ । ଆସନ୍ତା ୨୩ରୁ ରାଜ୍ୟରେ  ବର୍ଷା ପରିମାଣ ବଢ଼ିବା ସମ୍ଭାବନା ଅଛି । କିଛି କିଛି ଜାଗାରେ  ମଝିରେ ମଝିରେ ବର୍ଷା ହେବ ।  ୨୨ ତାରିଖବେଳକୁ ଉତ୍ତର ଓଡ଼ିଶା  ଉପକୂଳ ପାଖାପାଖି ଏକ ଘୂର୍ଣ୍ଣିବଳୟ  ସୃଷ୍ଟି ହୋଇପାରେ ।

ଏହା ପ୍ରଭାବରେ  ୨୩ରୁ ରାଜ୍ୟରେ ବର୍ଷା  ପରିମାଣ ବଢ଼ିପାରେ ।  କିଛି ସ୍ଥାନରେ ପ୍ରବଳ  ବର୍ଷା ସମ୍ଭାବନା ଅଛି । ପାଣିପାଗ ବିଭାଗ  ଆକଳନ କରିଛି,  ଏବେ ରାଜ୍ୟରେ ବିସ୍ତୃତ  ଅଞ୍ଚଳରେ ବର୍ଷା  ସମ୍ଭାବନା  ନାହିଁ । କିନ୍ତୁ ଉତ୍ତର ପଶ୍ଚିମ  ଓଡ଼ିଶାରେ ସ୍ଥାନେ ସ୍ଥାନେ  ପ୍ରବଳ ବର୍ଷା ସମ୍ଭାବନା  ଅଛି । ସୋମବାର ଆଭ୍ୟନ୍ତରୀଣ ଓଡ଼ିଶାର  ଅଳ୍ପ କେତେକ ସ୍ଥାନରେ  ବର୍ଷ । ହୋଇପାରେ ।  ବାଲେଶ୍ୱର,  ସୁନ୍ଦରଗଡ଼,   କେନ୍ଦୁଝର, ଦେବଗଡ଼,  ମୟୂରଭଞ୍ଜ ,  ସମ୍ବଲପୁରର ଗୋଟିଏ  ଦୁଇଟି ସ୍ଥାନରେ ପ୍ରବଳ   ବର୍ଷା ସମ୍ଭାବନା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି