Masthead

MATRIC EXAM: ଆଉ ହେବନି ପ୍ରଶ୍ନପତ୍ର ଭାଇରାଲ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ମାଟ୍ରିକ ପରୀକ୍ଷା ନେଇ ପ୍ରେସମିଟ କରିଛି ବୋର୍ଡ । ପରୀକ୍ଷା ନେଇ ୩ହଜାର ୧୩୩ଟି ପରୀକ୍ଷା କେନ୍ଦ୍ର ହେବ । ୩୧୪ଟି ନୋଡାଲ ସେଣ୍ଟର କରାଯାଇଛି । ପ୍ରତି ଜିଲ୍ଲାରେ ରହିବ ଗୋଟିଏ ଗୋଟିଏ ନୋଡାଲ ସେଣ୍ଟର ରହିବ । ୧୨ ତାରିଖରୁ କେନ୍ଦ୍ରକୁ ପ୍ରଶ୍ନପତ୍ର ପଠାଯିବ । ୧୯ ତାରିଖ ସୁଦ୍ଧା ସବୁ କେନ୍ଦ୍ରରେ ପହଞ୍ଚିବ ପ୍ରଶ୍ନପତ୍ର । ୫ଲକ୍ଷ ୧୦ହଜାର ୭୭୮ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ଫେବ୍ରୁଆରୀ ୨୧ ତାରିଖରୁ ଆରମ୍ଭ ହେବ ପରୀକ୍ଷା । ମାର୍ଚ୍ଚ ୬ ତାରିଖ ଯାଏଁ ଚାଲିବ ମାଟ୍ରିକ ପରୀକ୍ଷା ।

ଅନଲାଇନ ଓ ଅଫଲାଇନରେ ମିଳିବ ଆଡମିଟ୍ କାର୍ଡ ।  www.bseodisha.ac.inରେ ମିଳିବ ଆଡମିଟ୍‌ କାର୍ଡ । ୨୧ଟି ପୁଲିସ ଷ୍ଟେସନରେ ନୋଡାଲ ସେଣ୍ଟର ହେବ । ଗୋଟିଏ ସିଟିଂରେ ହେବ ସବୁ ପରୀକ୍ଷା । ସବୁ ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହେବ । ଚଳିତ ବର୍ଷ ପ୍ରଶ୍ନପତ୍ର ଭାଇରାଲ ନହେବା ପାଇଁ ପଦକ୍ଷେପ ନିଆଯାଇଛି । ପ୍ରତି ପ୍ରଶ୍ନପତ୍ରରେ ସିରିଏଲ୍ ନମ୍ବର ରହିବ ଭାଇରାଲ୍ ହେଲେ ଜଣାପଡ଼ିବ। କେଉଁଠୁ ଓ କେଉଁ ସେଣ୍ଟରରୁ ଭାଇରାଲ୍ ହେଲା ସ୍ପଷ୍ଟ ଜଣାପଡ଼ିବ । ସବୁ ସେଣ୍ଟରରେ ସିସିଟିଭି ଲାଗିଛି, ୬୦୦ ସେଣ୍ଟରରେ ଲାଇଟ୍ ବ୍ୟବସ୍ଥା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା