Masthead

ସାରା ଦେଶରେ ପ୍ରତିବାଦ କରିବ ଆପ୍

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଗିରଫ ପରେ ଆରମ୍ଭ ହୋଇଛି ବୟାନବାଜି । କେଜି୍ରୱାଲ କହିଛନ୍ତି ସିସୋଦିଆ ନିର୍ଦ୍ଦୋଶ । ସେହିପରି ଆମ୍ ଆଦମୀ ପାର୍ଟି ଟ୍ୱିଟ୍ କରି କହିଛି ଯେ ଗଣତନ୍ତ୍ର ପାଇଁ ଏହା ଏକ କଳା ଦିନ । ଏଥିସହ ଆପ ସାଂସଦ ସଞ୍ଜୟ ସିଂ ଟ୍ୱିଟ୍ କରି କହିଛନ୍ତି, ‘ମୋଦୀ ଆପଣ ଜଣେ ଭଲ ବ୍ୟକ୍ତି ଏବଂ ସର୍ବୋତମ ଶିକ୍ଷା ମନ୍ତ୍ରୀଙ୍କୁ ଗିରଫ କରି ଭଲ କାମ କରିନାହାଁନ୍ତି ।

ଭଗବାନ ଆପଣଙ୍କୁ କ୍ଷମା କରିବେ ନାହିଁ । ଦିନେ ଏହି ଏକଛତ୍ରବାଦୀ ଶାସନର ଶେଷ ହେବ । ସେହିପରି ବିଜେପି ପ୍ରଶ୍ନ କରିଛି ଯଦି ଦୁର୍ନୀତି ହୋଇନି ତାହାଲେ ଏହି ଅବକାରୀ ନୀତିକୁ କାହିଁକି ପ୍ରତ୍ୟାହାର କରିଥିଲେ ଦିଲ୍ଲୀ ସରକାର । ସେପଟେ ଆଜି ସାରା ଦେଶରେ ପ୍ରତିବାଦ କରିବ ଆମ୍ ଆଦମୀ ପାର୍ଟି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ