Masthead

ସାରା ଦେଶରେ ପ୍ରତିବାଦ କରିବ ଆପ୍

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଗିରଫ ପରେ ଆରମ୍ଭ ହୋଇଛି ବୟାନବାଜି । କେଜି୍ରୱାଲ କହିଛନ୍ତି ସିସୋଦିଆ ନିର୍ଦ୍ଦୋଶ । ସେହିପରି ଆମ୍ ଆଦମୀ ପାର୍ଟି ଟ୍ୱିଟ୍ କରି କହିଛି ଯେ ଗଣତନ୍ତ୍ର ପାଇଁ ଏହା ଏକ କଳା ଦିନ । ଏଥିସହ ଆପ ସାଂସଦ ସଞ୍ଜୟ ସିଂ ଟ୍ୱିଟ୍ କରି କହିଛନ୍ତି, ‘ମୋଦୀ ଆପଣ ଜଣେ ଭଲ ବ୍ୟକ୍ତି ଏବଂ ସର୍ବୋତମ ଶିକ୍ଷା ମନ୍ତ୍ରୀଙ୍କୁ ଗିରଫ କରି ଭଲ କାମ କରିନାହାଁନ୍ତି ।

ଭଗବାନ ଆପଣଙ୍କୁ କ୍ଷମା କରିବେ ନାହିଁ । ଦିନେ ଏହି ଏକଛତ୍ରବାଦୀ ଶାସନର ଶେଷ ହେବ । ସେହିପରି ବିଜେପି ପ୍ରଶ୍ନ କରିଛି ଯଦି ଦୁର୍ନୀତି ହୋଇନି ତାହାଲେ ଏହି ଅବକାରୀ ନୀତିକୁ କାହିଁକି ପ୍ରତ୍ୟାହାର କରିଥିଲେ ଦିଲ୍ଲୀ ସରକାର । ସେପଟେ ଆଜି ସାରା ଦେଶରେ ପ୍ରତିବାଦ କରିବ ଆମ୍ ଆଦମୀ ପାର୍ଟି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା