Masthead

ସେନା ନେଲା ବଦଲା

ଜମ୍ମୁ-କାଶ୍ମୀର (ବଡ଼ ଖବର ବ୍ୟୁରୋ): ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ । ଜାମ୍ମୁକାଶ୍ମୀର ସୋପିଆନାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ । ଏମାନଙ୍କ ମଧ୍ୟରୁ ଜଣେ ଆତଙ୍କବାଦୀକୁ ଚିହ୍ନଟ କରାଯାଇଛି । ସେ ଗାନ୍ଦରବଲର ମୁଖତାର ଶାହା ବୋଲି ଜଣାପଡିଛି । ମୁଖତାର ବିହାରର ଏକ ହତ୍ୟାକାଣ୍ଡରେ ସାମିଲ ଥିଲା । ଆତଙ୍କବାଦୀଙ୍କ ନିକଟରୁ ବିପୁଳ ମାରଣାସ୍ତ୍ର ଜବତ କରାଯାଇଛି । ଘଟଣାସ୍ଥଳରେ ଏବେ ବି ସର୍ଚ୍ଚ ଅପରେସନ୍ ଜୋରଦାର କରାଯାଇଛି ।

ଗତକାଲି ଜମ୍ମୁକଶ୍ମୀର ପୁଞ୍ଝ ଜିଲ୍ଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ଜଣେ ଜେସିଓଙ୍କ ସମେତ ୫ ଯବାନ ସହିଦ ହୋଇଥିଲେ । ପୁଂଞ୍ଝ ଜିଲ୍ଲାର ସୁରନକୋଟ ଅଂଚଳରେ ଆତଙ୍କବାଦୀଙ୍କ ଗତିବିଧି ନେଇ ଗୁଇନ୍ଦା ସୂଚନା ପାଇବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଥିଲା । ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଅଚାନକ୍ ଗୁଳିମାଡ଼ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ