Masthead

ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ହେବ ଏଏସଆଇର ଗର୍ଭଗୃହ ଯାଞ୍ଚ

ପୁରୀ(ବଡ଼ ଖବର ବ୍ୟୁରୋ):ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଛନ୍ତି ମହାପ୍ରଭୁ । ଏହାପରେ ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ହେବ ଏଏସଆଇର ଗର୍ଭଗୃହ ଯାଞ୍ଚ । ଏଥିପାଇଁ ଭାରାବନ୍ଧା ଚାଲିଛି । ଏଏସଆଇର ଵୈଷୟିକ କମିଟି ଦ୍ୱାରା ଗର୍ଭଗୃହ, ଜଗମୋହନ, ନାଟମଣ୍ଡପ ଅନୁଧ୍ୟାନ କରାଯାଇ ମରାମତି ଓ ସଂରକ୍ଷଣ କାର୍ୟ୍ୟ କରାଯିବ। ସେହିପରି ଲେଜର ସ୍କାନିଂ ପାଇଁ ଶ୍ରୀମନ୍ଦିର ପ୍ରଶାସନ ଦେଇଛି ଅନୁମତି। କିନ୍ତୁ ଗର୍ଭଗୃହର ଲେଜର ସ୍କାନିଂ ପାଇଁ ଅନୁମତି ଦିଆଯାଇନାହିଁ ।

କେବଳ ଜଗମୋହନ, ନାଟମଣ୍ଡପ ଓ ଭୋଗମଣ୍ଡପର ଲେଜର ସ୍କାନିଂ କରାଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଲେଜର ସ୍କାନିଂ ପାଇଁ ସେବାୟତ ମାନଙ୍କୁ ନେଇ ଏକ କମିଟି ଗଠନ କରାଯାଇଛି। ରୂପାଦ୍ୱାର ଗୋଟିଏ ପରେ ଗୋଟିଏ କରାଯିବ। ଏଥିପାଇଁ ସେବାୟତ ମାନଙ୍କ ସହଯୋଗରେ ଏହି କାର୍ୟ୍ୟ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ