Masthead

ଆଶ୍ରିତକୁ ଆଶ୍ରା କଲେନି ପିପିଲିବାସୀ

ପିପିଲି(ବଡ଼ ଖବର ବ୍ୟୁରୋ): ପିପିଲିରେ ଉପ-ନିର୍ବାଚନରେ ରୁଦ୍ର ମହାରଥୀ ଜିତିଛନ୍ତି । ଏହା ସହ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ଠାରୁ ୨୦ ହଜାର ୬୦୦ରୁ ଉର୍ଦ୍ଧ୍ବ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀ । ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀ ମୋଟ ୯୬ ହଜାର ୯୭୨ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀ ୭୬ ହଜାର ୦୫୬ ଭୋଟ ପାଇଛନ୍ତି । ତେବେ ବଡ କଥା ହେଉଛି ପିପିଲିରେ ଅମାନତ ହାରିଲା କଂଗ୍ରେସ ।

ଦଳ ଏଭଳି ଶୋଚନୀୟ ପରାଜୟ ବରଣ କରିଛି ଯେ ମାତ୍ର ୪୨୬୧ ଭୋଟରେ ହିଁ ସୀମିତ ରହିଛି । କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ଉପନିର୍ବାଚନ ସ୍ଥଗିତ ରହିଥିଲା । ପରେ ବିଶ୍ବକେତନ ହରିଚନ୍ଦନଙ୍କୁ ପ୍ରାର୍ଥୀ କରିଥିଲା କଂଗ୍ରେସ । ତେବେ ସେ ମାତ୍ର ୪୨୬୧ ଭୋଟ ପାଇବାକୁ ହିଁ ସକ୍ଷମ ହୋଇଛନ୍ତି । ବିଜେଡି ଏବଂ ବିଜେପି ଠାରୁ ଢେର୍‌ ପଛରେ ରହିଯାଇଛି କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ