Masthead

ଏଟିଏମ ଭାଙ୍ଗିଲେ ଦୁର୍ବୃତ୍ତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗତକାଲି ବିଳମ୍ବିତ ରାତିରେ କେତେକ ଦୁର୍ବୃତ୍ତ ଆଖଣ୍ଡଳମଣିପୀଠ ପ୍ରବେଶପଥ ନିକଟରେ ଥିବା ଷ୍ଟେଟ ବ୍ୟାଙ୍କ ଏଟିଏମକୁ ଭାଙ୍ଗିବା ସହ ଲକ୍ଷାଧିକ ଟଙ୍କା ଲୁଟ କରିଥିବା ଆଶଙ୍କା କରାଯାଉଛି। ଆଜି ରବିବାର ବ୍ୟାଙ୍କ ଛୁଟି ରହିଥିବା ସୁଯୋଗରେ ଗତକାଲି କେହି ଦୁବୃର୍ତ୍ତ ଏପରି କାର୍ଯ୍ୟ କରିଥିବାର ସ୍ଥାନୀୟ ଲୋକ କହିଛନ୍ତି ।

ତାହା ସହ ବ୍ୟାଙ୍କ ସମ୍ମୁଖରେ ଥିବା ୨ଟି ସିସିଟିଭି କ୍ୟାମେରା ସହ ଆଲାରାମକୁ ଭାଙ୍ଗି ଦେଇଛନ୍ତି ଦୁବୃର୍ତ୍ତମାନେ। ଏପରେକି ଗ୍ୟାସ ସିଲିଣ୍ଡର ଓ କଟର ଦ୍ବାରା ଏଟିଏମ ମେସିନକୁ ତାଡିବା ସହ ଏଟିଏମ ଗୃହରେ ଲାଗିଥିବା ଆସବାପତ୍ର ଗୁଡିକୁ ଭାଙ୍ଗି ଦେଇଛନ୍ତି। ହେଲେ ଦୁର୍ବତମାନେ ଏଟିଏମ ମେସିନରୁ ଟଙ୍କା ନେଇଛନ୍ତି କି ନାହିଁ ତାହା ତଦନ୍ତ ପରେ ଜଣା ପଡିବ ବୋଲି ଫୋନ ଯୋଗେ ଜଣାଇଛନ୍ତି ଶାଖା ପରିଚାଳକ। ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ