Masthead

ନୃଶଂସ ବାପାର ବିଭତ୍ସକାଣ୍ଡ

ଭଦ୍ରକ (ବଡ଼ ଖବର ବ୍ୟୁରୋ): ଭଦ୍ରକ ଜିଲ୍ଲା ଧୁସୁରି ଥାନା ଅଧିନ କାଶିମପୁର ଗ୍ରାମର ନୃସିଂହ ମଲ୍ଲିକକଙ୍କ ପୁଅ ଚନ୍ଦନ ମଲ୍ଲିକ ନିଜ ସ୍ତ୍ରୀ ତଅପୋଇ ମଲ୍ଲିକଙ୍କ ଚରିତ୍ରକୁ ସନ୍ଦେହ କରି ଦୀର୍ଘଦନ ହେବ ନିର୍ୟାତନା କରିଆସୁଥିଲା । ତେବେ ଗତକାଲି ବିଳମ୍ବିତ ରାତ୍ରରେ ନିଜ ସ୍ତ୍ରୀ କୁ ବାଡ଼େଇବା ସହ ୨ ପିଲା ଓ ସ୍ତ୍ରୀ କୁ ଠାକୁରଙ୍କ ଘରେ ଚାବି ପକେଇ ରଖିଥିଲା ।

ତେବେ ଆଜି ସଖାଳୁ ନିଜର ୪ ବର୍ଷର ଝିଅକୁ ଠାକୁର ଘରେ ଥିବା ଏକ ବ୍ଲଡରେ ଝିଅର ଯୌନାଙ୍ଗକୁ ବାରମ୍ବାର କାଟିଥିଲା । ଫଳରେ ଝିଅ ଚିତ୍କାର ଶୁଣି ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କରିବା ସହ ଭଦ୍ରକ ମେଡିକାଲ ନେଇଥିଲେ । ଖବର ପାଇ ଧୁସୁରି ଥାନା ଏସଆଇ ଘଟଣାସ୍ଥଳରେ ପହଞ୍ଚି ଚନ୍ଦନକୁ ଥାନାକୁ ଆଣିଥିଲେ । ସ୍ତ୍ରୀ ତପୋଇର ଅଭିଯୋଗ କ୍ରେମେ ପୋଲିସ ମାମଲା ରୁଜୁ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ