ସୋନୁ ନିଗମଙ୍କୁ ଆକ୍ରମଣ ଘଟଣା, ବିଧାୟକଙ୍କ ପୁଅ ନାଁରେ ଏତଲା

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଷ୍ଟେଜରେ ସୋ କରିବା ବେଳେ ବଲିଉଡ ଗାୟକ ସୋନୁ ନିଗମଙ୍କୁ ଆକ୍ରମଣ । ସୋନୁ ନିଗମ ଓ ତାଙ୍କ ବନ୍ଧୁ ରବ୍ୱାନି ଖାଁଙ୍କ ଉପରେ ଆକ୍ରମଣ ହୋଇଥିଲା । ମୁମ୍ବାଇର ଚେମ୍ବୁର ଅଞ୍ଚଳରେ ଏକ ଶୋ’ ଚାଲୁଥିବା ସମୟରେ ଏହି ଆକ୍ରମଣ ହୋଇଥିଲା । ଏହି ଘଟଣାରେ ମଙ୍ଗଳବାର ମୁମ୍ବାଇ ପୋଲିସ ଉଦ୍ଧବ ଗୋଷ୍ଠୀ ବିଧାୟକ ପ୍ରକାଶ ଫାଟେରପରକରଙ୍କ ପୁଅ ସ୍ବପନିଲ ପି. ଫାଟେରପକାରଙ୍କ ବିରୋଧରେ ଏତଲା ଦାଏର କରିଛି।

ସୋମବାର ଏକ ମ୍ୟୁଜିକାଲ କନ୍‌ସର୍ଟରୁ ପର୍ଫମାନ୍ସ ସାରି ଫେରିବା ସମୟରେ ସେଲ୍‌ଫି ପାଇଁ ସ୍ବପନିଲ ସୋନୁଙ୍କୁ ଅଟକାଇଥିଲେ। ଯେତେବେଳେ ସୋନୁ ସେଲ୍‌ଫି ପାଇଁ ମନା କରିଥିଲେ ସେତେବେଳେ ସ୍ବପନିଲ ତାଙ୍କୁ ଠେଲି ଦେଇଥିଲେ। ଘଟଣା ନେଇ ବିଧାୟକ ଫାଟେରପକାର କ୍ଷମା ମାଗିଥିବାବେଳେ ତାଙ୍କ ପୁଅ ଜାଣିଶୁଣି ଏପରି କରି ନ ଥିବା ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ