Masthead

ଟଙ୍କା ନେଇ ଚୋରକୁ ଖସାଉଛି ପୋଲିସ !

ଭଦ୍ରକ (ବଡ଼ ଖବର ବ୍ୟୁରୋ): ବଟିରେ ଚାଲିଛି ଭଦ୍ରକ ଜିଲ୍ଲାର ତିହିଡି ଥାନା । କୋଇଲା ହେଉ କି ଜୁଆଖେଳ ଆମକୁ ବଟି ଦରକାର । ବଟି ପାଇଁ ମୋବାଇଲରେ କନେଷ୍ଟବଳ ମନୋଜ ପ୍ରଧାନ ଓ କୋଇଲା ମାଫିଆଙ୍କ ମଧ୍ୟରେ ହୋଇଥିବା ଡିଲ ସମ୍ପର୍କର ଅଡିଓ ଏବେ ସୋସିଆଲ ମିଡିଆରେ ଭାଇରଲ ହେବାରେ ଲାଗିଛି । ତେବେ ଭଦ୍ରକରୁ ଧାମରା ଯାଉଥିବା ରେଳ ପଥରେ ପ୍ରତ୍ୟକ ଦିନ ଟନ ଟନ କୋଇଲା ଚୋରି ହେଉଛି । ପୋଲିସ ଟଙ୍କା ନେଇ ଚୋରକୁ ଖସାଇ ଦେବ ଭଳି ସାଙ୍ଘାତିକି ଅଭିଯୋଗ ଆସିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ