Masthead

ଆଜି ଆସିବ ଅଗଷ୍ଟ ଗାଇଡଲାଇନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଆସିବ ନୂଆ ଗାଇଡଲାଇନ । ଅଗଷ୍ଟ ମାସ ପାଇଁ ଗାଇଡଲାଇନ୍ ଘୋଷଣା କରିବେ ରାଜ୍ୟ ସରକାର । ଜୁଲାଇ ମାସ ପାଇଁ ଜାରି କରିଥିବା ଗାଇଡଲାଇନର ଅବଧି ରବିବାର ଶେଷ ହେବ । ସେଥିପାଇଁ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ମାସ ପାଇଁ କରୋନା ଗାଇଡଲାଇନ ଜାରି କରାଯିବ। ତେବେ ରାଜ୍ୟରେ ଏବେ କଟକ ଓ ଖୋର୍ଦ୍ଧା ଜିଲ୍ଲାକୁ ଛାଡିଲେ ପ୍ରାୟ ଅନ୍ୟ ସବୁ ଜିଲ୍ଲାରେ ସଂକ୍ରମଣ ହ୍ରାସ ପାଇବାରେ ପାଇବାରେ ଲାଗିଛି ।

ତେବେ ମଲ୍ , ସିନେମା ହଲ୍ ଖୋଲିବାକୁ ଅନୁମତି ମିଳିନାହିଁ। ସାଂସ୍କୃତିକ କାର୍ଯ୍ୟକ୍ରମ ଓ ଯାତ୍ରାକୁ ମଧ୍ୟ ଅନୁମତି ଦିଆଯାଇ ନାହିଁ। ମନ୍ଦିରଗୁଡ଼ିକ ମଧ୍ୟ ବନ୍ଦ ରହିଛି । ସେହିପରି ବିବାହ, ବ୍ରତଘର ଓ ଶୁଦ୍ଧି କାମରେ କେତେ ଲୋକେ ଯୋଗଦେବେ ସେନେଇ କଟକଣା ରହିଛି । ତେବେ ରାଜ୍ୟରେ ସମ୍ପୂର୍ଣ୍ଣ ଅନଲକ୍ ହେବ ନାହିଁ । ବର୍ତ୍ତମାନ ରାଜ୍ୟରେ ସେଭଳି ସ୍ଥିତି ଉପୁଜିନାହିଁ ବୋଲି ବିଶେଷଜ୍ଞ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ