Masthead

ଆସିଲା ଶୁଭଲକ୍ଷ୍ମୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଶୁଭଲକ୍ଷ୍ମୀ ସୁଇସାଇଡ ସସପେନ୍ସ । ଆସିଲା ପ୍ରାଥମିକ ଶବ ବ୍ୟବଚ୍ଛେଦ ରିପୋର୍ଟ । ନିଶାଦ୍ରବ୍ୟ ସେବନ କରିଥିବା ମିଳିଳା ସୂଚନା । ପୋଷ୍ଟମର୍ଟମ ରିପୋର୍ଟରେ ଶୁଭଲକ୍ଷ୍ମୀଙ୍କ ମୃତଦେହରୁ ନିଶାଦ୍ରବ୍ୟର ନମୁନା ମିଳିଛି । ମୃତ୍ୟୁର ୪ରୁ ୬ ଘଣ୍ଟା ପୂର୍ବରୁ ନିଶା ସେବନ କରିଥିବା କରିଥିବା ଜଣାପଡ଼ିଛି । କିନ୍ତୁ ଏହା ବିଷ କି ନିଶାଜାତୀୟ ଦ୍ରବ୍ୟ ତାହା ସ୍ପଷ୍ଟ ହୋଇନାହିଁ । ଯଦି ମୃତ୍ୟୁ ପୂର୍ବରୁ ଶୁଭଲକ୍ଷ୍ମୀ ନିଶା ସେବନ କରିଥିଲେ, ତେବେ ସେ କାହିଁକି ନିଶା ଖାଇଥିଲେ ?

ସେ ମାନସିକ ଅବସାଦରେ ଆତ୍ମହତ୍ୟା କରିନାହାନ୍ତି ତ? ସେନେଇ ତଦନ୍ତ କରୁଛି ପୋଲିସ । ସେପଟେ ମୃତ୍ୟୁ ପୂର୍ବରୁ ଶୁଭଲକ୍ଷ୍ମୀଙ୍କ ପାଖକୁ କିଏ ଏବଂ ଶୁଭଲକ୍ଷ୍ମୀ କାହାକୁ ଫୋନ କରିଥିଲେ । କାହା ସହିତ ଶେଷଥର ପାଇଁ କଥା ହୋଇଥିଲେ ଶୁଭଲକ୍ଷ୍ମୀ । ଏନେଇ ଏସଏଫଏସଏଲ ରିପୋର୍ଟ ତଥ୍ୟ ଅନୁସାରେ ତଦନ୍ତକୁ ଆହୁରି ଜୋରଦାର କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ