Masthead

ବିନା ଛୁଞ୍ଚିରେ ଟିକା ନେବେ ଶିଶୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିନା ଛୁଞ୍ଚିରେ ଟିକା ନେବେ ଶିଶୁ । ଦୁଇଟି ଟିକା ଶିଶୁମାନେ ନେବା ପାଇଁ ପରାମର୍ଶ ଦିଆଯାଇଛି । ‘ଯାଇପର-ଡି’ ଯାହାକୁ ଡିସିଜିଆଇ ଅନୁମତି ଦେଇଛନ୍ତି । ୧୨ ରୁ ୧୮ବର୍ଷ ଶିଶୁଙ୍କ ପାଇଁ କୋଭାକସିନ ଯାହାକୁ ଏକଜାମିନ କରି ଡିସିଜିଆଇ ଅନୁମତି ଦେବେ । ଏ ନେଇ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ସଂଧ୍ୟାରେ ଭିଡ଼ିଓ କନଫରସିଂ ମଧ୍ୟମ ତାଲିମ୍ ଦିଆଯିବ । ରାଜ୍ୟରେ ୨ବର୍ଷ ରୁ ୧୮ବର୍ଷ ପର୍ଯ୍ୟନ୍ତ ଶିଶୁମାନଙ୍କୁ ଟିକା ଦିଆଯିବ ।

ତେବେ ଦେଶରେ ୧କୋଟି ୪୦ ଲକ୍ଷ ଶିଶୁ ଅଛନ୍ତି । ଯଦି ଏକା ସାଙ୍ଗେ ଆମେ ଶିଶୁଙ୍କୁ ଟିକା ଦେବା ପାଇଁ ଆରମ୍ଭ କରିବୁ ତେବେ ଆମକୁ ଟିକାକାରଣ କେନ୍ଦ୍ର ବଢ଼େଇବାକୁ ପଡିବ । ଯେଉଁ ମୁହୂର୍ତ୍ତରେ ନିର୍ଦ୍ଦେଶ ଆସିବା ସଙ୍ଗେ ସଙ୍ଗେ ଆମେ କାର୍ଯ୍ୟକ୍ରମ ଆରମ୍ଭ କରିବୁ । ଯେହେତୁ ପିଲାମାନେ ଇଞ୍ଜେକ୍ସନକୁ ଟିକେ ଡରନ୍ତି ତେବେ ସେମାଙ୍କୁ ଫର୍ମା ଡେପଥ ଟେକ୍ନୋଲୋଜି ମଧ୍ୟମରେ ଟିକା ଦିଆଯିବ । ଏଥିପାଇଁ ସ୍ୱତନ୍ତ୍ର ଏସଓପି ଆସିବ । ସେହି ଅନୁସାରେ ଆମେ ଟିକାକରଣ କରାଇବୁ ।

ବର୍ତ୍ତମାନ ସୁଦ୍ଧା ଆମେ ୩କୋଟି ୫୦ଲକ୍ଷ ଡୋଜ ଟିକା ଦିଆସାରିଲାଣି । ୨କୋଟି ୪୭ଲକ୍ଷ ପ୍ରଥମ ଡୋଜ ୭୮% ଓ ୧କୋଟି ୩ଲକ୍ଷ ଦ୍ୱତୀୟ ଡୋଜ ୩୩% ଦିଆସାରିଛି । ଆଜି ୧୮୩୦ ଟି ଟିକାକରଣ କେନ୍ଦ୍ରରେ ଟିକାକରଣ କରାଯାଉଛି । ବର୍ତ୍ତମାନ ରାଜ୍ୟରେ ୨୪ ଲକ୍ଷ ଟୀକା ମହଜୁଦ ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ