Masthead

ଫୁଲୁଛି ବୈତରଣୀ ନଦୀ

ଆନନ୍ଦପୁର(ବଡ଼ ଖବର ବ୍ୟୁରୋ): ସାମୁଦ୍ରିକ ଝଡ଼ ୟାଶ ପ୍ରଭାବରେ ବୈତରଣୀ ନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଆନନ୍ଦପୁରରେ ବୈତରଣୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ଏଠାରେ ନଦୀର ବିପଦ ସଙ୍କେତ ୩୭ ଦଶମିକ ୪୪୦ ମିଟର ଥିବା ବେଳେ ଏବେ ଜଳସ୍ତର ରହିଛି ୩୮ ଦଶମିକ ୨୯୦ ମିଟର ।

ସେପଟେ ବିପଦ ଟଳିଥିବା କହିଛନ୍ତି ଏସଆରସି ପ୍ରଦୀପ ଜେନା । ମାତ୍ର ବର୍ଷା ଜାରି ରହିଛି । ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି ବୋଲି ଏସଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି । ୟାସ ପ୍ରଭାବିତ ଅଞ୍ଚଳରେ ରିଲିଫ୍ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ