Masthead

ନଭେମ୍ବରରେ ୧୭ ଦିନ ବ୍ୟାଙ୍କ ବନ୍ଦ, ଓଡ଼ିଶାରେ ୭ ଦିନ

ଜାଣନ୍ତୁ କେଉଁ କେଉଁ ଦିନ ବନ୍ଦ ରହିବ ବ୍ୟାଙ୍କ୍..

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବ୍ୟାଙ୍କ ଗ୍ରାହକମାନେ ଧ୍ୟାନ ଦେବା ଉଚିତ୍ ଯେ, ନଭେମ୍ବର ମାସରେ ଦେଶରେ ୧୭ ଦିନ ବ୍ୟାଙ୍କ ବନ୍ଦ ରହିବ । ମାତ୍ର ସବୁ ରାଜ୍ୟରେ ଏହି ଛୁଟି ସମାନ ଭାବରେ ଲାଗୁ ହେବ ନାହିଁ, ନିର୍ଦ୍ଦିଷ୍ଟ ରାଜ୍ୟରେ ପାଳନ କରାଯାଉଥିବା ପର୍ବ ଗୁଡ଼ିକ ଉପରେ ବ୍ୟାଙ୍କି ଛୁଟି ନିର୍ଭର କରେ । ତେବେ ନଭେମ୍ବର ମାସରେ ଓଡ଼ିଶାରେ ୭ ଦିନ ବ୍ୟାଙ୍କ ବନ୍ଦ ରହିବ । ନଭେମ୍ବର ୪ ତାରିଖ ଦୀପାବଳି ଯୋଗୁଁ ରାଜ୍ୟରେ ବ୍ୟାଙ୍କ ବନ୍ଦ ରହିବା ସହ ନଭେମ୍ବର ୭ ,୧୩,୧୪,୨୧,୨୭, ଓ ୨୮ ତାରିଖ ଶନିବାର ଓ ରବିବାର ପଡ଼ୁଥିବାରୁ ବ୍ୟାଙ୍କ ବନ୍ଦ ରହିବ । ଏହା ବ୍ୟତୀତ ପ୍ରତି ମାସର ଦ୍ୱିତୀୟ ଏବଂ ଚତୁର୍ଥ ଶନିବାର ଓ ସମସ୍ତ ରବିବାର ବ୍ୟାଙ୍କ ବନ୍ଦ ରହିବା ସ୍ୱାଭାବିକ କଥା ।

 

ପ୍ରତି ମାସରେ ଆରବିଆଇ( ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ) ଛୁଟି ତାଲିକା ପ୍ରସ୍ତୁୂତ କରିଥାଏ, ଯାହାଦ୍ୱାରା ଲୋକମାନଙ୍କ କାରବାର ରେ କୌଣସି ଅସୁବିଧା ହେବ ନାହିଁ । ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ ବର୍ଷସାରା ସବୁ ରାଜ୍ୟ ଏବଂ ସହର ଛୁଟିର ତାଲିକା ଏକାସହ ପ୍ରସ୍ତୁତ କରିଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି