Masthead

ଟି-୨୦ ବିଶ୍ୱକପ ପାଇଁ ଟିମ ଘୋଷଣା କଲା ବିସିସିଆଇ

ବଡ଼ ଖବର ବ୍ୟୁରୋ: ଟି-୨୦ ବିଶ୍ୱକପ ପାଇଁ ଟିମ ଘୋଷଣା କଲା ବିସିସିଆଇ । ଦଳର ମେଣ୍ଟର ଭାବରେ କାର୍ଯ୍ୟ କରିବେ ମହେନ୍ଦ୍ର ସିଂହ ଧୋନୀ । ଦଳରେ ଦୁଇ ଜଣ ୱିକେଟ କିପର ରହିବେ ବୋଲି ସୂଚନା ମିଳିଛି । ଅପରପକ୍ଷରେ ବିସିଆଇ ୧୫ ଜଣ ଖେଳାଳିଙ୍କର ନାମ ଘୋଷଣା କରିଛି । ଅନ୍ୟପଟେ ଦଳର ଉପଅଧିନାୟକ ରୋହିତ ଶର୍ମା ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି