Masthead

ଅଭିଯୋଗ କଲେ ନାଲି ଆଖି ଦେଖାଉଛନ୍ତି ବିଡିଓ

ସିନାପାଲି(ବଡ଼ ଖବର ବ୍ୟୁରୋ): ଅଭିଯୋଗ କଲେ ଦେଖାୁଛନ୍ତି ନାଲିଆଖି । ବିଭିନ୍ନ ଅଭିଯୋଗ ଆଉ ଦାବି ନେଇ ବ୍ଲକ ଅଫିସକୁ ଗଲେ ସେଠାରେ ନାଲି ଆଖି ଦେଖାଉଛନ୍ତି ଅଫିସର । ଏଭଳି ଘଟଣା ଦେଖିବାକୁ ମିଳିଛି ସିନାପାଲି ବ୍ଲକରେ । ସିନାପାଲି ସହରରେ ଡ୍ରେନ ସମସ୍ୟା ଲାଗି ରହିଛି ।

ଏ ସମସ୍ୟା ନେଇ ବିଡିଓଙ୍କ ପାଖକୁ ଗଲେ ବିଡିଓ ନାଲି ଆଖି ଦେଖାଉଛନ୍ତି । ସିନାପାଲି ସହରର ଜଗନ୍ନାଥ ଛକରେ ଡ୍ରେନ ମୁକୁଳା ହୋଇ ପଡ଼ିଛି । ଏହି ଅଭିଯୋଗ ନେଇ ଏକ ଦାବି ପତ୍ର ଦେବାକୁ ଯାଇଥିଲେ ସ୍ଥାନୀୟ ବାସିନ୍ଦା । ବ୍ଲକ ଅଫିସରରେ ବିଡିଓ କିନ୍ତୁ କାମ କରିବେ ନାହିଁ ବୋଲି ସଫା ସଫା ମନା କରିଦେଇଥିଲେ ।

ଏହାସହ ଲୋକଙ୍କ ସହ ଯୁକ୍ତି ତର୍କ ମଧ୍ୟ କରିଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟ ବାସିନ୍ଦା । ତେବେ ଆଗାମୀ ୭ ଦିନ ମଧ୍ୟରେ ଡ୍ରେନ ସମସ୍ୟାର ସମାଧାନ ନହେଲେ ଦଳ ସ୍ଥାନୀୟ ବାସୀ ଆନ୍ଦୋଳନ କରିବେ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ