Masthead

‘ଦ କାଶ୍ମୀର ଫାଇଲ୍ସ’କୁ ଶ୍ରେଷ୍ଠ ଚଳଚିତ୍ର ସମ୍ମାନ

ନୂଆଦିଲ୍ଲୀ(ବଡ଼ ଖବର): ‘ଦ କାଶ୍କୀର ଫାଇଲ୍ସ’କୁ ଦାଦାସାହେବ ଫାଲକେ ଆୱାର୍ଡ । ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ପୁରସ୍କାର ୨୦୨୩ରେ ଏସଏସ ରାଜାମୌଲିଙ୍କ ‘ଆରଆରଆର’କୁ ମିଳିଛି ଫିଲ୍ମ ଅଫ୍ ଦି ଇୟର ପୁରସ୍କାର । ଫେବୃଆରି ୨୦ରେ ଏହି ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି । ଏହାସହ ଗଙ୍ଗୁବାଇ କାଠିଆୱାଡିରେ ଅଭିନୟ ପାଇଁ ଆଲିଆ ଭଟ୍ଟଙ୍କୁ ପୁରସ୍କୃତ କରାଯାଇଥିଲା । ଅନୁପମ ଖେର, ରଣବୀର କପୁର, ରେଖା, ବରୁଣ ଧୱନ, ଋଷବ ସେଟ୍ଟୀଙ୍କୁ ମଧ୍ୟ ପୁରସ୍କୃତ କରାଯାଇଛି । କିମ୍ବଦନ୍ତୀ ଅଭିନେତ୍ରୀ ରେଖାଙ୍କୁ ଏକ ସ୍ୱତନ୍ତ୍ର ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ବିବେକ ଅଗ୍ନିହୋତ୍ରୀ ନିଜ ଟ୍ୱିଟରରେ ପୋଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ