Masthead

‘ଦ କାଶ୍ମୀର ଫାଇଲ୍ସ’କୁ ଶ୍ରେଷ୍ଠ ଚଳଚିତ୍ର ସମ୍ମାନ

ନୂଆଦିଲ୍ଲୀ(ବଡ଼ ଖବର): ‘ଦ କାଶ୍କୀର ଫାଇଲ୍ସ’କୁ ଦାଦାସାହେବ ଫାଲକେ ଆୱାର୍ଡ । ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ପୁରସ୍କାର ୨୦୨୩ରେ ଏସଏସ ରାଜାମୌଲିଙ୍କ ‘ଆରଆରଆର’କୁ ମିଳିଛି ଫିଲ୍ମ ଅଫ୍ ଦି ଇୟର ପୁରସ୍କାର । ଫେବୃଆରି ୨୦ରେ ଏହି ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି । ଏହାସହ ଗଙ୍ଗୁବାଇ କାଠିଆୱାଡିରେ ଅଭିନୟ ପାଇଁ ଆଲିଆ ଭଟ୍ଟଙ୍କୁ ପୁରସ୍କୃତ କରାଯାଇଥିଲା । ଅନୁପମ ଖେର, ରଣବୀର କପୁର, ରେଖା, ବରୁଣ ଧୱନ, ଋଷବ ସେଟ୍ଟୀଙ୍କୁ ମଧ୍ୟ ପୁରସ୍କୃତ କରାଯାଇଛି । କିମ୍ବଦନ୍ତୀ ଅଭିନେତ୍ରୀ ରେଖାଙ୍କୁ ଏକ ସ୍ୱତନ୍ତ୍ର ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ବିବେକ ଅଗ୍ନିହୋତ୍ରୀ ନିଜ ଟ୍ୱିଟରରେ ପୋଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ